ବଜେଟରେ ୧୦ ବଡ଼ ଖବର
ନୂଆଦିଲ୍ଲୀ: ସଂସଦରେ ଉପସ୍ଥାପିତ ହେଲା ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ୍। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ପେଡି ଖୋଲିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥର ବଜେଟ୍ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ଵ ଦିଆଯାଇଛି।
ମଧ୍ୟବିତ୍ତଙ୍କୁ ଅଧିକ ଗୁରୁତ୍ଵ
ମଧ୍ୟମ…