ନୂଆବର୍ଷ ପରେ ଫେରିବ ଶୀତ, ୬ ଜିଲ୍ଲାକୁ ଘନ କୁହୁଡି ନେଇ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ସୋମବାର ଓଡିଶାର ଉତ୍ତର ପଶ୍ଚିମାଞ୍ଚଳର କିଛି ଜିଲ୍ଲାରେ କାଁ ଭାଁ ବର୍ଷା ହୋଇପାରେ। ବାକି ଅନ୍ୟ ଜିଲ୍ଲା ପାଗ ପ୍ରାୟତଃ ଶୁଖିଲା ରହିବ। ଆଜି ଓ କାଲି ପାଇଁ ୬ ଜିଲ୍ଲାକୁ କୁହୁଡ଼ି ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। ବରଗଡ଼, ବଲାଙ୍ଗିର, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ,…