ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା: ମାଓବାଦୀଙ୍କ ବନ୍ଧୁକ କାରଖାନା ଠାବ
ମାଲକାନିଗିରି: ସୁରକ୍ଷାକର୍ମୀଙ୍କୁ ପୁଣି ଏକ ବଡ଼ ସଫଳତା। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜଙ୍ଗଲରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ ହୋଇଛି। ଆଜି ଏକ ମାଓ ବିରୋଧୀ ଅଭିଯାନରେ, ୨୦୩ କୋବ୍ରା ବାଟାଲିୟନ ଏବଂ ୧୩୧ ବାଟାଲିୟନ ସିଆରପିଏଫର ଏକ ମିଳିତ ଦଳ ସର୍ଚ୍ଚ ଅପରେସନ…