ହଂସପାଳ ଫ୍ଲାଏଓଭରକୁ ଉଦଘାଟନ କଲେ ସାଂସଦ ଅପରାଜିତା
ଭୁବନେଶ୍ୱର: ଭୁବନେଶ୍ୱରର ହଂସପାଳରେ ଜାତୀୟ ରାଜପଥ-୧୬ର ବହୁ ପ୍ରତୀକ୍ଷିତ ଫ୍ଲାଏଓଭରକୁ ମଙ୍ଗଳବାର ଦିନ ସାଂସଦ ଅପରାଜିତା ଷଡଙ୍ଗୀ ଉଦଘାଟନ କରିଛନ୍ତି।
ତେବେ ୧୮ ମାସ ମଧ୍ୟରେ ସମାପ୍ତ ହେବାକୁ ଥିବା ଏହି ପ୍ରକଳ୍ପକୁ ଶେଷ ହେବା ପାଇଁ ପାଞ୍ଚ ବର୍ଷ ଲାଗିଥିଲା। ୬୦୦ ମିଟର ଫ୍ଲାଏଓଭର ନିର୍ମାଣ…