କଣାସରେ ଝାଡ଼ାବାନ୍ତି ଆକ୍ରାନ୍ତ ଘଟଣା: ସାମୁହିକ ଭୋଜି କରିବାକୁ ପ୍ରଶାସନର ବାରଣ
ପୁରୀ: ଗତ କିଛିଦିନ ଧରି କଣାସ ଅଞ୍ଚଳରେ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଡାଇରିଆ ହଟସ୍ପଟ୍ ପାଲଟିଛି ପୁରୀ କଣାସର ୨ଟି ଗାଁ। ଆଗାଁ, ଜାଗୁଳାଇପଦରରେ ନିୟନ୍ତ୍ରଣକୁ ଆସୁନି ଝାଡ଼ାବାନ୍ତି। ଏଯାବତ ଝାଡ଼ାବାନ୍ତିରେ ୪ ଜଣଙ୍କର ଜୀବନ ଯାଇଥିବା ଜଣାଯାଇଛି।
ଦୁଇଟି ଆମ୍ବୁଲାନ୍ସରେ…