ମହିଳା ଓ ଶିଶୁ ବିକାଶ ବିଭାଗର କନିଷ୍ଠ ସହାୟକଙ୍କୁ ବୃତ୍ତିଭିତ୍ତିକ ତାଲିମ
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆଜି ଆରମ୍ଭ ହୋଇଯାଇଛି କନିଷ୍ଠ ସହାୟକ (ଜୁନିୟର ଆସିଷ୍ଟାଣ୍ଟ)ଙ୍କ ବୃତ୍ତିଭିତ୍ତିକ ତାଲିମ କାର୍ଯ୍ୟକ୍ରମ। ଏହି ତାଲିମ କାର୍ଯ୍ୟକ୍ରମର ଉଦ୍ଘାଟନ ଅବସରରେ ମହିଳା ଓ ଶିଶୁ ବିକାଶର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ…