ପୁଣି ଶ୍ରୀମନ୍ଦିର ଗର୍ଭଗୃହ ଭିଡିଓ ଭାଇରାଲ, ସୁରକ୍ଷା ବ୍ୟବସ୍ଥା ନେଇ ଉଠିଲା ପ୍ରଶ୍ନ
ପୁରୀ: କଡା ସୁରକ୍ଷା ସତ୍ବେ ପୁଣି ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ ହୋଇଛି । ବାଙ୍କେ ବିହାରୀ ଅନନ୍ତ ନାମକ ଜଣେ ବ୍ୟକ୍ତିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶ୍ରୀମନ୍ଦିର ବେଢାର ଜଗମୋହନ ଓ ଗରୁଡ଼ ସ୍ତମ୍ଭ ଭିଡ଼ିଓ ଭାଇରାଲ ହୋଇଛି । ବ୍ୟକ୍ତି ଜଣକ ବୃନ୍ଦାବନର ବୋଲି ଜଣାପଡିଛି ।
ଖାଲି…