ସରକାରୀ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନିୟମିତ ଯାଞ୍ଚ ହେବ: ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର: ଏସ୍ସିବି ମେଡିକାଲ କଲେଜରେ ନିଆଁ ଲାଗିବା ଘଟଣା ସରକାରଙ୍କୁ ଅଡୁଆରେ ପକାଇଛି । ଲୋକସେବା ଭବନ ଠାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ବିଭାଗର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ଦେଇ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡ ମୁକେଶ ମହାଲିଙ୍ଗ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲର…