Nuapada Byboll:ନୂଆପଡ଼ା ଉପନିର୍ବାଚନ: ସିଇଓଙ୍କୁ କଂଗ୍ରେସ ଓ ବିଜେଡିର ଫେରାଦ୍
ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର ପ୍ରସାର। ଏହାରି ଭିତରେ ଉପନିର୍ବାଚନ ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ଆର୍.ଏସ୍. ଗୋପାଳନ୍ । ସିଇଓ ଅତିରିକ୍ତ ଡିଜିପି ସଞ୍ଜୟ କୁମାରଙ୍କ ସହ ଗସ୍ତ କରି ତିନିଟି ପର୍ଯ୍ୟାୟରେ ବୈଠକ କରିଥିଲେ। ଏହି…