ଜାନୁଆରୀ ୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି; ନେତାଜୀ ସଂଗ୍ରହାଳୟରେ ଉଦଘାଟନ ହେବ ନୂଆ ଗ୍ୟାଲେରୀ
କଟକ: କଟକ ଆସିବେ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ୍ । ଜାନୁଆରୀ ୨୩ରେ କଟକ ଆସିବା ନେଇ ଉପରାଷ୍ଟ୍ରପତି ସହମତି ଦେଇଛନ୍ତି । ଉପରାଷ୍ଟ୍ରପତି ନେତାଜୀଙ୍କ ଜନ୍ମ ଜୟନ୍ତୀ ଉତ୍ସବରେ ସାମିଲ ହେବେ । ନେତାଜୀ ଜୟନ୍ତୀରେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ନୂଆ ଗ୍ୟାଲେରୀର ଉଦଘାଟନ କରାଯିବ ।…