ଲେବୁଲ୍ କ୍ରସିଂରୁ ୪୫ ଲକ୍ଷରୁ ଊର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇ ଜବତ
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲା ନିରାକାରପୁର ଲେବୁଲ୍ କ୍ରସିଂରୁ ଗଞ୍ଜେଇ ଭର୍ତ୍ତି ଏକ ବୋଲେରୋକୁ କାବୁ କରିବାରେ ସକ୍ଷମ ହୋଇଛି ଟାଙ୍ଗୀ ଅବକାରୀ ବିଭାଗ । ଏହି ବୋଲେରୋରୁ ପ୍ରାୟ ୪ କୁଇଣ୍ଟାଲ ଗଞ୍ଜେଇ ସହ ୨ଟି ମୋବାଇଲ ଜବତ ହୋଇଛି । ଘଟଣାରେ ସମ୍ପୃକ୍ତ ଡ୍ରାଇଭରଙ୍କୁ ଗିରଫ କରାଯାଇଛି । ଗିରଫ…