Jharkhand Bandh: ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦ, ରାସ୍ତାକୁ ଓହ୍ଲାଇଲା ବିଜେପି
ରାଞ୍ଚି: ରାଞ୍ଚିରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ବିଜେପି ଆଜି ଝାଡ଼ଖଣ୍ଡ ବନ୍ଦ ଡାକରା ଦେଇଛି। ରାଜ୍ୟ ସଭାପତି ଆଦିତ୍ୟ ସାହୁ, ବିଜେପି ରାଜ୍ୟ ସଭାପତି ବାବୁଲାଲ ମାରାଣ୍ଡିଙ୍କ ଉପସ୍ଥିତିରେ ଏହି ବନ୍ଦ ଘୋଷଣା କରାଯାଇଥିଲା। ତେବେ ସୁରକ୍ଷା ଦୃଷ୍ଟିରୁ ୩୦୦୦ ସୁରକ୍ଷା…