ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ
ରାୟଗଡ଼ା: ରାୟଗଡ଼ା ସହରର ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଘଟି ଜଳିଗଲା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଯିବା ଫଳରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ଜଳି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଛି ।…