ବ୍ୟାଙ୍କ ସାମନାରୁ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କଠାରୁ ୫ ଲକ୍ଷ ଲୁଟ୍
ରାଉରକେଲା: ବ୍ୟାଙ୍କ ସାମନାରୁ ୫ ଲକ୍ଷ ଟଙ୍କା ଲୁଟ । ଜଣେ ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ଠାରୁ ହୋଇଛି ଲୁଟ। ସେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଉଠାଇ ଫେରୁଥିବା ବେଳେ ଆଜି ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଦୁଇ ଜଣ ଦୁର୍ବୃତ୍ତ ଲୁଟ କରିଛନ୍ତି। ରାଉରକେଲାର ସେକ୍ଟର ୧୯ ସ୍ଥିତ ଏସ୍ବିଆଇ…