କାଲି ଶାମ୍ବ ଦଶମୀ: ବିନା ଏଣ୍ଟ୍ରି ଫି’ରେ ସୂର୍ଯ୍ୟ ମନ୍ଦିର ବୁଲିବେ ପର୍ଯ୍ୟଟକ
କୋଣାର୍କ: ଶାମ୍ବଦଶମୀରେ ମାଗଣାରେ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ କରିବେ ପର୍ଯ୍ୟଟକ। ଗୁରୁବାର ଶାମ୍ବଦଶମୀ ଅବସରରେ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲିବାକୁ ଆସିଥିବା ପର୍ଯ୍ୟଟକମାନଙ୍କ ନିମନ୍ତେ ପ୍ରବେଶ ଶୁଳ୍କ ଛାଡ କରାଯାଇଥିବା ଏଏସ୍ଆଇ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ପବିତ୍ର…