ସମ୍ଭାବ୍ୟ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜଳଭଣ୍ଡାର ସ୍ଥିତି ଅନୁଧ୍ୟାନ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ଶୁକ୍ରବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ସ୍ଥିତି…