BJD Intensifies Protest: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ ବିଜେଡିର ଆନ୍ଦୋଳନ ତୀବ୍ର, ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…
ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ଅସଂଖ୍ୟ ତ୍ରୁଟିକୁ ନେଇ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିଜୁ ଜନତା ଦଳ (ବିଜେଡି)। ଦଳ ଅଭିଯୋଗ କରିଛି ଯେ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରକାଶ କରି ରାଜ୍ୟର ସ୍କୁଲ ଶିକ୍ଷା ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ…