ଆଇସିସି ଟେଷ୍ଟ ର୍ୟାଙ୍କିଙ୍ଗ: ତୃତୀୟ ସ୍ଥାନକୁ ଖସିଲା ଟିମ ଇଣ୍ଡିଆ
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷ ସିରିଜ ୧-୩ରେ ହାରିବା ପରେ ଭାରତର ର୍ୟାଙ୍କିଙ୍ଗରେ ଅବନ୍ନତି ଘଟିଛି । ସଦ୍ୟ ପ୍ରକାଶିତ ଆଇସିସି ଟେଷ୍ଟ ର୍ୟାଙ୍କିଙ୍ଗରେ ଭାରତ ଏବେ ତୃତୀୟ ସ୍ଥାନରେ ରହିଛି । ୨୦୧୬ ପରେ ଭାରତ ଦ୍ୱିତୀୟ ଥର ପାଇଁ ଆଇସିସି ଟେଷ୍ଟ ଟିମ ର୍ୟାଙ୍କିଙ୍ଗରେ ତୃତୀୟ ସ୍ଥାନରେ…