କୋଣାର୍କରେ ସୂର୍ଯ୍ୟ ମନ୍ଦିର ସହ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ଏସ୍. ଜୟଶଙ୍କର
ପୁରୀ: ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନରେ ଯୋଗଦେବାକୁ ସୋମବାର ଭୁବନେଶ୍ବର ଆସି ପହଞ୍ଚିଛନ୍ତି କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର । ଏହାପରେ କୋଣାର୍କର ରାମଚଣ୍ଡୀ ମୁହାଣ ନିକଟ ଇକୋ ରିଟ୍ରିଟ୍ରେ ଜୟଶଙ୍କର ରାତ୍ରୀଯାପନ କରିବା ପରେ ଆଜି ପ୍ରଥମେ କୋଣାର୍କ ସୂର୍ଯ୍ୟ…