ବାତ୍ୟା ନେଇ ବଡ଼ ସୂଚନା: ତାଳଚୁଆରେ ଲ୍ୟାଣ୍ଡଫଲ୍!
ଭୁବନେଶ୍ୱର: ବାତ୍ୟାର ଗତିପଥକୁ ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେଉଛି। ଯେତେ ଯେତେ ସ୍ଥଳଭାଗ ମୁହାଁ ପାଖେଇ ଆସୁଛି ଦାନା, ସେତେ ସେତେ ଗତିପଥ ସ୍ଫଷ୍ଟ ହେଉଛି। ତେବେ ସ୍ଥଳଭାଗ ଛୁଇଁଲା ପରେ ଦାନା ସାମାନ୍ୟ ଗତିପଥ ବଦଳାଇ ପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ତେବେ ଓଡ଼ିଶା…