ଓଡ଼ିଶାରେ ଗୋ ହତ୍ୟା ବନ୍ଦ ପାଇଁ ଆସିବ କଡ଼ା ଆଇନ: ମନ୍ତ୍ରୀ
ଭୁବନେଶ୍ବର: ଆସାମ ପରେ ଏବେ ଓଡ଼ିଶାରେ ମଧ୍ୟ ବନ୍ଦ ହେବ ଗୋ ହତ୍ୟା । ରାଜ୍ୟରେ ଗୋ ହତ୍ୟା ପାଇଁ ଆସିବ ଆଇନ । ରାଜ୍ୟ ସରକାର ଗୋବଂଶ ବୃଦ୍ଧି ପାଇଁ ଯୋଜନା ଆରମ୍ଭ କରିଛନ୍ତି । ଏଥିରେ କାମଧେନୁ ଯୋଜନା ମଧ୍ୟ ସାମିଲ ରହିଛି । ଖୁବ୍ ଶୀଘ୍ର ରାଜ୍ୟ ସରକାର ଏକ କଡା ଆଇନ ଆଣିବାକୁ ଯାଉଛନ୍ତି ।…