ବିଦ୍ୟୁତ କମ୍ପାନୀ ଉପରେ ୬,୫୮୭ କୋଟି ଟଙ୍କା ବାକି: ମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ୪ଟି ବିଦ୍ୟୁତ୍ ବିତରଣ କମ୍ପାନୀ ଉପରେ ଓଡ଼ିଶା ସରକାରଙ୍କ ୬ ହଜାର ୫୮୭ କୋଟି ଟଙ୍କା ବକେୟା ରହିଛି । ଏନେଇ ଆଜି ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ବିଭାଗର ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ।
ଶକ୍ତି ବିଭାଗର ମନ୍ତ୍ରୀ ଭାବେ ସିଂ ଦେଓ…