ଜାନୁଆରୀ ୧୪ରୁ ପର୍ଯ୍ୟଟକଙ୍କୁ ଭିତରକନିକା ମନା
କେନ୍ଦ୍ରାପଡା: ଜାନୁଆରୀ ୧୪ରୁ ପର୍ଯ୍ୟଟକଙ୍କୁ ମନା ଭିତରକନିକା । କୁମ୍ଭୀର ଗଣନା ପାଇଁ ଆସନ୍ତା ୧୪ରୁ ୨୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିବ ନେଇ ସୂଚନା ଦେିଛନ୍ତି ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପିନାଥ ଯାଦବ ।
ତେବେ ବସନ୍ତା ୧୪ ତାରିଖରୁ ଭିତରକନିକାରେ ଚଳିତ ବର୍ଷର ପ୍ରଥମ କୁମ୍ଭୀର…