ଟିପିଏସ୍ଓଡିଏଲ୍ କର୍ମଚାରୀଙ୍କ ସୌର ଶକ୍ତି ଓ ସୁରକ୍ଷା ସଚେତନତା ଯାତ୍ରା
ବ୍ରହ୍ମପୁର: ସୌର ଶକ୍ତିକୁ ଆପଣେଇବା ଏବଂ ବୈଦ୍ୟୁତିକ ସୁରକ୍ଷା ନିୟମକୁ ପାଳନ କରିବାର ବାର୍ତ୍ତା ନେଇ ଦୀର୍ଘ ୬୩୯ କିମି ପଥ ଅତିକ୍ରମ କରି ନିଜର ସଚେତନତା ଯାତ୍ରା ଶେଷ କରିଛନ୍ତି ସୌମ୍ୟ ରଞ୍ଜନ ଲେଙ୍କା । ଟିପିଏସ୍ଓଡିଏଲର ପ୍ରୋଜେକ୍ଟ ବିଭାଗରେ ଟିମ୍ ଲିଡ୍ ଭାବରେ କାର୍ଯ୍ୟରତ ଅଛନ୍ତି ଲେଙ୍କା…