୬ରୁ ରାଜରାସ୍ତାକୁ ଓହ୍ଲାଇବ ବିଜେଡି, ସରକାରଙ୍କୁ ଘେରିବ..
ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି ।
ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ…