Latest Odisha News

BREAKING NEWS

ରାଜଧାନୀରୁ ହଟିବେ ବୁଲା ଗାଈଗୋରୁ, ଅଧିକ ଗୋଶାଳା ନିର୍ମାଣ କରାଯିବ: ମନ୍ତ୍ରୀ

ଭୁବନେଶ୍ୱର: ଦିନକୁ ଦିନ ରାଜଧାନୀର ରାସ୍ତାଘାଟ, ବଜାର ଓ ଗଳି କନ୍ଦିରେ ବୁଲା ଗାଈଗୋରୁ ଓ ଷଣ୍ଢଙ୍କ ସଂଖ୍ୟା ବଢିବାରେ ଲାଗିଛି । ଫଳରେ ବହୁ ଅସୁବିଧାର ସାମ୍ନା କରୁଛନ୍ତି ଲୋକେ । ରାସ୍ତାରେ ଯାଉଥିବା ଲୋକଙ୍କୁ ଅନେକ ସମୟରେ କେଞ୍ଚି ଖୋବି ପକାଇବା ସହ କଚାଡି ପକଉଛନ୍ତି ଏହି ବୁଲା ଷଣ୍ଢ ଓ…

ଶରୀରରେ କିପରି ବଢିବ ଭିଟାମିନ୍ ବି-୧୨, ଏହାର ଅଭାବର କାରଣ କଣ?

ଆମ ଶରୀର ପାଇଁ ଭିଟାମିନ୍ B12 ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ଭିଟାମିନ୍ ଆମ ଶରୀରରେ ଲାଲ ରକ୍ତ କଣିକା ସୃଷ୍ଟି କରିବାରେ ସାହାଯ୍ୟ କରେ ଏବଂ ସ୍ନାୟୁ ପ୍ରଣାଳୀକୁ ସଠିକ୍ ଭାବରେ କାମ କରିବାରେ ସାହାଯ୍ୟ କରେ। ଭିଟାମିନ୍ ବି-୧୨ ର ଅଭାବ ଆମ ଶରୀରରେ ଥକାପଣ, ଦୁର୍ବଳତା, କେଶ ଝଡ଼ିବା, ଚାପ…

ଭୁବନେଶ୍ବରରେ ପହଞ୍ଚିଲେ ନୂଆ ରାଜ୍ୟପାଳ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ଏହା ପରେ ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦିଆଗଲା ଗାର୍ଡ ଅଫ ଅନର ।…

ଏଣିକି ଆକାଶରେ ବି ମିଳିବ ଇଣ୍ଟରନେଟ ସେବା…

ନୂଆଦିଲ୍ଲୀ: ଏଣିକି ଆକାଶରେ ମିଳିବ ଇଣ୍ଟରନେଟ ସେବା । ବିମାନରେ ଯାତ୍ରା କରୁଥିବା ବେଳେ ଏବେ ଯାତ୍ରୀ ପାଇବେ ଇଣ୍ଟରନେଟ ସେବା । ଚଲାଇପାରିବେ ଫୋନ୍, ଲାପଟପ୍ ଏବଂ ଅନ୍ୟାନ୍ୟ ଇଣ୍ଟରନେଟ ଚାଳିତ ଯନ୍ତ୍ର ବ୍ୟବହାର କରିପାରିବେ । ଏୟାର ଇଣ୍ଡିଆ, ଭାରତର ପ୍ରମୁଖ ବିଶ୍ୱସ୍ତରୀୟ ବିମାନ…

ତ୍ୱଚା ପାଇଁ ଟୋନର ‘ଟି’ ବ୍ୟାଗ’

ଟି ବ୍ୟାଗ ସାଧାରଣତଃ ଚା ତିଆରି କରିବା ପାଇଁ ବ୍ୟବହୃତ ହୁଏ। କିନ୍ତୁ ଆପଣ ଜାଣନ୍ତି କି ଏହି ଛୋଟ ଚା ବ୍ୟାଗଗୁଡ଼ିକ କେବଳ ଆପଣଙ୍କ ସ୍ୱାସ୍ଥ୍ୟ ପାଇଁ ନୁହେଁ ବରଂ ଆପଣଙ୍କ ସୌନ୍ଦର୍ଯ୍ୟ ପାଇଁ ମଧ୍ୟ ଏକ ସହାୟକ ହୋଇପାରେ? ଚା ବ୍ୟାଗରେ ଥିବା ଆଣ୍ଟିଅକ୍ସିଡାଣ୍ଟ, ଆଣ୍ଟି-ଇନ୍‌ଫ୍ଲାମେଟୋରୀ ଏବଂ…

ଶିଖର ଧୱନକୁ ବିବାହ କଲେ କି ହୁମା କୁରେଶି? 

ମୁମ୍ବାଇ: କ୍ରିକେଟର ଶିଖର ଧୱନ ଓ ବଲିଉଡ ଅଭିନେତ୍ରୀ ହୁମା କୁରେଶିଙ୍କ ବିବାହ ଫଟୋ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଫଟୋରେ ଶିଖର ଧୱନ ଶେରୱାନି ଓ ହୁମା ଗୋଲାପୀ ରଙ୍ଗର ଲେହେଙ୍ଗା ପିନ୍ଧିଥିବା ନଜର ଆସିଛି। ଏପରିକି ଶିଖର, ହୁମାଙ୍କୁ କିସ୍ କରୁଥିବାର ମଧ୍ଯ ଦେଖିବାକୁ…

ବଦଳିବ ହେଲଥ କାର୍ଡର ଲୋଗୋ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ହେଲଥ କାର୍ଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ ଘୋଷଣା କରିଛନ୍ତି । ମନ୍ତ୍ରୀ କହିଛନ୍ତି ଯେ, ଏବେ ହେଲଥ କାର୍ଡର ଲୋଗରେ ପରିବର୍ତ୍ତନ କରାଯିବ । ଏହା ସହ ଖୁବଶୀଘ୍ର ୩.୫ କୋଟି ଲୋକଙ୍କୁ ଆୟୁଷ୍ମାନ କାର୍ଡ ବଣ୍ଟନ କରାଯିବ । ଏଥିପାଇଁ ଆରମ୍ଭ ହୋଇଯାଇଛି ସମସ୍ତ…

ରାଜ୍ୟ ସରକାରଙ୍କ ବଡ ଘୋଷଣା, ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ଭୁବନେଶ୍ଵର: ବର୍ଷ ଆରମ୍ଭରୁ ଗୋଟେ ପରେ ଗୋଟେ ଖୁସି ଖବର ଦେଉଛନ୍ତି ରାଜ୍ୟ ସରକାର । ଗତକାଲି ଅର୍ଦ୍ଧରାତ୍ରରେ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଥିବା ବେଳେ ଏବେ ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି…

ଟ୍ରମ୍ପଙ୍କ ହୋଟେଲ ବାହାରେ ଟେସଲା ସାଇବର ଟ୍ରକରେ ବିସ୍ଫୋରଣ, ଜଣେ ମୃତ

ଲସ୍ ଭେଗାସ୍: ଆମେରିକାର ଲସ୍ ଭେଗାସ୍ ସ୍ଥିତ ଟ୍ରମ୍ପ ଇଣ୍ଟରନ୍ୟାସନାଲ ହୋଟେଲ ବାହାରେ ଏକ ଟେସଲା ସାଇବରଟ୍ରକରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ଟେସଲା ମଧ୍ୟ ଆଲୋଚନାର କେନ୍ଦ୍ରକୁ ଆସିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଆହତ ହୋଇଛନ୍ତି। ତେବେ ବିସ୍ଫୋରଣର…

ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଅରିନ୍ଦମ ଡାକୁଆ

ଭୁବନେଶ୍ଵର: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ । ସଚିବ ସ୍ତରରେ ୫ ଜଣ ଅଫିସରଙ୍କ ଅଦଳବଦଳ ହୋଇଛି । ଏଥିସହ ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପଦରୁ ଅରିନ୍ଦମ ଡାକୁଆଙ୍କୁ ବଦଳି କରାଯାଇଛି । ଅରିନ୍ଦମଙ୍କୁ ପୌର ପ୍ରଶାସକ ଏବଂ ଗୃହ ଓ ନଗର…