ନୂଆବର୍ଷରେ କଟକରେ ବୋମା ମାଡ଼…
କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ।
କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି ଯାଇଥିଲା ବେଳେ ସମ୍ପତ୍ତିର ବ୍ୟାପକ କ୍ଷତି ହୋଇଥିବା…