ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ହତ୍ୟା ଧମକ: ବ୍ୟାପକ ହେଲା ସୁରକ୍ଷା ବ୍ୟବସ୍ଥା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗାମୀ ଅଷ୍ଟ୍ରେଲିଆ ଗସ୍ତ ପୂର୍ବରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜୀବନରୁ ମାରିଦେବା ପାଇଁ ଏକ ଧମକ ମିଳିଛି, ଯାହା ପରେ ଦେଶର ସମସ୍ତ ସୁରକ୍ଷା ଏଜେନ୍ସି ହାଇ ଆଲର୍ଟରେ ଅଛନ୍ତି। ଏହି ଘଟଣାକୁ ଅତ୍ୟନ୍ତ…