ନୂଆବର୍ଷ ପାଳିବେନି ନବୀନ ପଟ୍ଟନାୟକ
ଭୁବନେଶ୍ୱର: ରାତି ପାହିଲେ ୨୦୨୪କୁ ବିଦାୟ ଦେଇ ପାଦ ଥାପିବ ୨୦୨୫ । ନୂଆବର୍ଷକୁ ସ୍ୱାଗତ କରିବାକୁ ସମସ୍ତଙ୍କ ମନରେ ପ୍ରବଳ ଉତ୍ସାହ ରହିଛି । ହେଲେ ଏଥର ନୂଆ ବର୍ଷ ପାଳିବେନି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ…