ଡାକ୍ତରୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଏମକେସିଜି ଆସିଷ୍ଟାଣ୍ଟ୍ ପ୍ରଫେସରଙ୍କ ସମେତ ୪ ବହିଷ୍କୃତ
ବ୍ରହ୍ମପୁର: ବ୍ରହ୍ମପୁରର ଏମକେସିଜି ମେଡିକାଲ କଲେଜର ପିଜି ଡାକ୍ତରୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଆସିଷ୍ଟାଣ୍ଟ୍ ପ୍ରଫେସର ଏବଂ ୩ ଜଣ ବରିଷ୍ଠ ଡାକ୍ତରଙ୍କୁ ବହିଷ୍କାର କରାଯାଇଛି।
ଏମକେସିଜି ମେଡିକାଲ କଲେଜ ଡିନ୍ ଓ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି। ଏହି…