Cyber Security: ସଫଳତାର ସହ ଆଗକୁ ବଢ଼ୁଛି ସାଇବର ସୁରକ୍ଷା ଅଭିଯାନ; ହେଇଛି ‘ସାଇବର ମ୍ୟୁଜିୟମ’ର ବ୍ୟବସ୍ଥା
ଭୁବନେଶ୍ବର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ - ୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭୁବନେଶ୍ୱର…