ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ
କେନ୍ଦୁଝର: ଜୁନିଅର୍ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ରେଡ୍।
ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ…