Latest Odisha News

BREAKING NEWS

ଜାଣନ୍ତୁ କେବେ ଆରମ୍ଭ କରିବେ କାର୍ତ୍ତିକ ବ୍ରତ?

ପୁରୀ: ସବୁ ସମୟରେ ସାଧାରଣତଃ କୁମାର ପୂର୍ଣ୍ଣିମା ପରଦିନ ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ । ତେବେ ଚଳିତବର୍ଷ କୁମାରପର୍ବ ପାଳନ ନେଇ ଦ୍ବନ୍ଦ୍ବ ଦେଖାଦେଇଛି । କାରଣ ଉଭୟ କ୍ୟାଲେଣ୍ଡର ଓ ପାଞ୍ଜିରେ ଲକ୍ଷ୍ମୀ ପୂଜା ଓ କୁମାର ଉତ୍ସବ ଗୋଟିଏ ଦିନ ତଥା ୧୬ ତାରିଖରେ ପଡୁଥିବା ଉଲ୍ଲେଖ ରହିଛି…

ୱାୟନାଡ ଆସନରୁ ପ୍ରାର୍ଥୀ ହେବେ ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ: ଆଗାମୀ ଉପନିର୍ବାଚନରେ ଦଳର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା କେରଳ ୱାୟନାଡ ଆସନରୁ ପ୍ରାର୍ଥୀ ହେବେ। ଏହି ଲୋକସଭା ଆସନକୁ ନେଇ ବଡ ଘୋଷଣା କରିଛି କଂଗ୍ରେସ ଦଳ। ଏନେଇ ମଙ୍ଗଳବାର ସନ୍ଧ୍ୟାରେ ଏଆଇସିସି ପକ୍ଷରୁ ଘୋଷଣା କରାଯାଇଛି। ପୂର୍ବରୁ ବିରୋଧୀ ଦଳ ନେତା ତଥା…

ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଅକ୍ଟୋବର ୧୬ ଅର୍ଥାତ୍ ଆସନ୍ତାକାଲି ରୁ ଦୁଇ ଦିନିଆ ହରିୟାଣା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୭ ତାରିଖରେ ଚଣ୍ଡିଗଡ ଠାରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହିତ ସେହି ଦିନ ଚଣ୍ଡିଗଡ଼ ଠାରେ ଏନଡିଏ…

ଅକ୍ଟୋବର ୧୮ରୁ ଏହି ସ୍ଥାନରେ ହେବ ଅଗ୍ନିପଥ ନିଯୁକ୍ତି ରାଲି

ପୁରୀ: ଅକ୍ଟୋବର ୧୮ରୁ ୨୬ ପର୍ଯ୍ୟନ୍ତ ପୁରୀରେ ଭାରତୀୟ ସୈନ୍ୟବାହିନୀ ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ନିଯୁକ୍ତି ରାଲି କରାଯିବ। ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ରାଲି ତାଳବଣିଆର ଜିଲ୍ଲା କ୍ରୀଡା କମ୍ପ୍ଲେକ୍ସ ଏବଂ ସହରର ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସାଧାରଣ ପ୍ରବେଶିକା…

ଆହୁରି ଶକ୍ତିଶାଳୀ ହେବ ବାୟୁସେନା, ଆମେରିକାଠୁ କିଣିବ ପ୍ରିଡେଟର ଡ୍ରୋନ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଅଲ କାଏଦାକୁ ସଫା କରିବାରେ ପ୍ରିଡେଟର ଡ୍ରୋନ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ହଜାରେ କିଲୋମିଟର ଦୂରରେ ବସି ଯେକୌଣସି ଲକ୍ଷ୍ୟ ଉପରେ ନଜର ରଖାଯାଇ ସଠିକ୍ ଟାର୍ଗେଟ କରାଯାଉଥିଲା। ଏବେ ଭାରତୀୟ ସେନା ମଧ୍ୟ ଏଭଳି କରିପାରିବ। ଚୀନ୍ ସୀମା ହେଉ କିମ୍ବା…

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ । ଓପିଏସସିର…

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, କାନାଡାରେ ଅବତରଣ

ନୂଆଦିଲ୍ଲୀ: ନୂଆଦିଲ୍ଲୀରୁ ଚିକାଗୋ ଅଭିମୁଖେ ଯାଉଥିବା ଏକ ଏୟାର ଇଣ୍ଡିଆର ବିମାନରେ ବୋମା ବିସ୍ଫୋରଣ ଗୁଜବ ପରେ ବିମାନକୁ କାନାଡାରେ ଲ୍ୟାଣ୍ଡିଂ କରିଥିଲା। ବିମାନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଅକ୍ଟୋବର ୧୫, ୨୦୨୪ ରେ ଦିଲ୍ଲୀରୁ ଚିକାଗୋ ଅଭିମୁଖେ ଯାଉଥିବା ବିମାନ AI-127କୁ କାନାଡାର…

ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ; ଜାଣନ୍ତୁ କେମିତି କରିବେ?

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା ପଞ୍ଜିକରଣ ପ୍ରକ୍ରିୟା ୨୫ ଯାଏଁ ଚାଲିବ । କଟକ ବାରବାଟୀ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମାର ଅବଦୁଲ୍ଲା

ଶ୍ରୀନଗର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମାର ଅବଦୁଲ୍ଲା। ଜମ୍ମୁ କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ତାରିଖ ଘୋଷଣା କରିଛନ୍ତି ଉପ ରାଜ୍ୟପାଳ ମନୋଜ ସିହ୍ନା। ଆସନ୍ତାକାଲି ଜମ୍ମୁ କଶ୍ମୀରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଓମାର ଅବଦୁଲ୍ଲା ଶପଥ ଗ୍ରହଣ କରିବେ। ସକାଳ…

ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା । ବାହାର ରାଜ୍ୟର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ଆଜି ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏପରିକି କେବଳ ମଣ୍ଡିରେ…