ଓଡିଶାର ୱେଟଲିଫ୍ଟର ପ୍ରୀତିସ୍ମିତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ଡିସେମ୍ବର ୨୬ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଛି । ଏଥିରେ ଯୁବ ପ୍ରତିଭାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ମାନୀତ କରିଥିଲେ । ଓଡିଶାର ଉଦୀୟମାନ ୱେଟଲିଫ୍ଟର ପ୍ରୀତିସ୍ମିତା ଭୋଇ ମଧ୍ୟ ଏହି ପୁରସ୍କାର ପାଇଛନ୍ତି ।…