ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ
ଭବାନୀପାଟଣା: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ । ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି।
କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ତଳେ ଗୁରୁତର…