ଖାଲିଦା ଜିଆଙ୍କ ପୁଅ ସହ ସାକ୍ଷାତ କଲେ ଜୟଶଙ୍କର; ଦେଲେ ମୋଦିଙ୍କ ପତ୍ର…
ନୂଆଦିଲ୍ଲୀ: ୩ ଥର ବାଂଲାଦେଶର ପ୍ରଧାନମନ୍ତ୍ରୀ ହୋଇଥିବା ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବା ପାଇଁ ବୁଧବାର ଦିନ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଢାକାରେ ପହଞ୍ଚିଛନ୍ତି। ସେଠାରେ ସେ ଖାଲିଦା ଜିଆଙ୍କ ପୁଅ ତଥା କାର୍ଯ୍ୟକାରୀ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ଭେଟି…