ଷଷ୍ଠ ଡିଏଭି ୟୁନାଇଟେଡ୍ ଫେଷ୍ଟିଭାଲ: ଯୁବପିଢିଙ୍କୁ ନିଯୁକ୍ତି ଦାତା ବନାଇବାକୁ ହେବ
ଭୁବନେଶ୍ୱର: ଷଷ୍ଠ ଡିଏଭି ୟୁନାଇଟେଡ୍ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି, ସ୍ୱାମୀ ଦୟାନନ୍ଦ ସରସ୍ୱତୀ ଭାରତୀୟ ଶିକ୍ଷା ବ୍ୟବସ୍ଥାର ଏକ ସ୍ତମ୍ଭ ଥିଲେ। ସମାଜ ନିର୍ମାଣ ପାଇଁ ସେ ଶିକ୍ଷାକୁ ଏକ ମାଧ୍ୟମ…