ତେଜୁଛି ବଙ୍ଗଳା ହିଂସା: କର୍ଫ୍ୟୁ ଲାଗୁ, ଇଣ୍ଟରନେଟ୍ ସେବା ବନ୍ଦ
କୋଲକାତା: ପଶ୍ଚିମବଙ୍ଗ ମୁର୍ସିଦାବାଦ ଜିଲ୍ଲା ସାମ୍ପ୍ରଦାୟିକ ହିଂସା। ମୁର୍ସିଦାବାଦର ବେଲଡାଙ୍ଗା ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହା ପରେ କର୍ତ୍ତୃପକ୍ଷଙ୍କୁ ଉକ୍ତ ଅଞ୍ଚଳରେ କର୍ଫ୍ୟୁ ଲାଗୁ କରିଛି। ଡିଜିଟାଲ ଡିସ୍ପ୍ଲେ ବୋର୍ଡରେ ଆପତ୍ତିଜନକ ବାର୍ତ୍ତା ପ୍ରଦର୍ଶନକୁ ନେଇ…