ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍, ୫ ଗୁରୁତର
କେନ୍ଦ୍ରାପଡ଼ା: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍। ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି ।
ସୂଚନା ଅନୁଯାୟୀ, ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍…