ଜାନୁଆରୀ ୧୭ ଯାଏଁ ଥରିବ ଓଡ଼ିଶା…
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଗୁରୁବାର ପୂର୍ବାନୁମାନ କରିଛି ଯେ ରାଜ୍ୟର ବିଭିନ୍ନ ସ୍ଥାନରେ ଅତି କମରେ ଆଉ ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ଥଣ୍ଡା ଜାରି ରହିବ।
ଜାନୁଆରୀ ୧୭ ସକାଳ ପର୍ଯ୍ୟନ୍ତ ଅନୁଗୁଳ, ଝାରସୁଗୁଡ଼ା, ଢେଙ୍କାନାଳ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ,…