ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରସଙ୍ଗ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ଦେଲା ବିଜେପି
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭା ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଓ ଫରୁଖାବାଦ ସାଂସଦ ମୁକେଶ ରାଜପୁତଙ୍କୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରିଛନ୍ତି। ଏହାର ପ୍ରତିବାଦରେ ବିଜେପି କାର୍ଯ୍ୟକର୍ତ୍ତାମାନେ…