ବିଧାନସଭାରେ ପ୍ରବଳ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଚାଲିଥିବା ଅଧିବେଶନର ଦ୍ୱିତୀୟ ଦିନରେ ବ୍ୟାପକ ହଟ୍ଟଗୋଳ ଦେଖିବାକୁ ମିଳିଛି। ଯାହା ଫଳରେ ଗୃହର କାର୍ଯ୍ୟ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଥିଲା ଏବଂ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି।
ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଅଧ୍ୟକ୍ଷତାରେ…