ରେଢ଼ାଖୋଲରେ ବାଇପାସ୍ ନିର୍ମାଣ ପାଇଁ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ
ସମ୍ବଲପୁର: ରେଢାଖୋଲ ୫୫ ନମ୍ବର ଜାତୀୟ ରାଜପଥ ଦେଇ ପ୍ରତିଦିନ ଶତାଧିକ ଭାରୀ ଯାନ ଯାତାୟାତ କରୁଛି। ଫଳରେ ଭୟଙ୍କର ଟ୍ରାଫିକ ଜାମ୍ ସୃଷ୍ଟି ହେଉଛି। ଦୁର୍ଘଟଣା ବଢ଼ିବା ସହ ଛାତ୍ରଛାତ୍ରୀ, ରୋଗୀ ଏବଂ ବରିଷ୍ଠ ନାଗରିକଙ୍କ ଯାତାୟତରେ ସମସ୍ୟା ସୃଷ୍ଟି ହେଉଛି। ରେଢ଼ାଖୋଲ ସହରବାସୀଙ୍କ ଦୀର୍ଘଦିନର…