Latest Odisha News

BREAKING NEWS

ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ଜାରି ରହିବ କି ପ୍ରତିବନ୍ଧକ?

ନୂଆଦିଲ୍ଲୀ: ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ଆଜି ଆସିବ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି। ବୁଲଡୋଜର କାର୍ଯ୍ୟାନୁଷ୍ଠାନ ସମ୍ବନ୍ଧରେ ସୁପ୍ରିମକୋର୍ଟ ଜାରି କରିପାରନ୍ତି ନିର୍ଦ୍ଦେଶାବଳୀ। କେବଳ ନିଷ୍ପତ୍ତି ଅନୁଯାୟୀ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ସେପ୍ଟେମ୍ବର ୧୭ ରେ…

ଏଲଏସିରେ ଶେଷ ହେଲା ଭାରତ-ଚାଇନାର ପ୍ରଥମ ପାଟ୍ରୋଲିଂ, ଡେମଚୋକ-ଦୀପସାଙ୍ଗକୁ ଉଭୟ ସେନାଙ୍କ ଫୋକସ୍

ଲଦାଖ: ପୂର୍ବ ଲଦାଖର ଡେମଚୋକ ଓ ଦୀପସାଙ୍ଗର ବିବାଦୀୟ ଅଞ୍ଚଳରେ ଉଭୟ ଭାରତ ଏବଂ ଚାଇନା ପ୍ରଥମ ରାଉଣ୍ଡ ପାଟ୍ରୋଲିଂ ଶେଷ କରିଛନ୍ତି। ନିକଟରେ ଦୁଇ ଦେଶ ପରସ୍ପର ସହ ଚୁକ୍ତି କରି ବିବାଦୀୟ ଅଞ୍ଚଳରୁ ସେନା ପ୍ରତ୍ୟାହାର କରିଥିଲେ। ଏଥିସହ ଭିତ୍ତିଭୂମିକ ମଧ୍ୟ ହଟାଇଥିଲେ। ଅସନ୍ତୋଷ ପ୍ରକ୍ରିୟାର…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର କନିଷ୍ଠ ସହାୟକ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ପ୍ରଦୀପ୍ତ କୁମାର ସାହୁ। ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀଙ୍କ ବକେୟା ପ୍ରାପ୍ୟର ବିଲ୍ କରାଇବାକୁ ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ। ସେ ୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ…

ମର୍ମନ୍ତୁଦ ଦୁର୍ଘଟଣା: ସିନ୍ଧୁ ନଦୀକୁ ଖସିଲା ଯାତ୍ରୀବାହୀ ବସ୍, ୧୬ ମୃତ

ନୂଆଦିଲ୍ଲୀ: ପିଓକେ ତଥା ପାକିସ୍ତାନର ଅଧିକୃତ କାଶ୍ମୀରର ଗିଲଗିତ୍‌-ବାଲ୍‌ଟିସ୍ତାନ ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ୍ ଉକ୍ତ ଅଞ୍ଚଳର ସିନ୍ଧୁ ନଦୀକୁ ଖସିପଡିଛି। ଫଳରେ ଅଧିକାଂଶ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ବସ୍‌ରେ ବସିଥିବା ଅନ୍ୟ ଲୋକଙ୍କୁ ଖୋଜା…

ଶ୍ରୀଜିଉଙ୍କ ସ୍ୱତନ୍ତ୍ର ବାଙ୍କଚୁଡା ବେଶ ଦେଖିବାକୁ ଶ୍ରୀମନ୍ଦିରରେ ପ୍ରବଳ ଗହଳି

ପୁରୀ: ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ଦ୍ବାଦଶୀ । ପଞ୍ଚୁକର ଏହି ଦ୍ବିତୀୟ ଦିନରେ ଆଜି ମହାପ୍ରଭୁ ବିଭୂଷିତ ହୋଇଛନ୍ତି ବାଙ୍କଚୁଡା ବେଶରେ। ପରମ୍ପରା ଅନୁଯାୟୀ ଅବକାଶ ନୀତି ପରେ ଖୁଣ୍ଟିଆ, ମେକାପ ଓ ପୁଷ୍ପାଳକ ସେବାୟତମାନେ ଶ୍ରୀଜିଉଙ୍କୁ ଏହି ବେଶରେ ସଜ୍ଜିତ କରିଥାନ୍ତି । କିମ୍ବଦନ୍ତୀ…

ପୁଣି ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ

ରାୟଗଡ଼ା: ପୁଣି ଗିରଫ ହେଲେ ପୂର୍ବତନ କାଶୀପୁର କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ୧ କୋଟି ୭୩ ଲକ୍ଷରୁ ଊର୍ଦ୍ଧ୍ବ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ନେଇ ଅଭିଯୋଗ ହୋଇଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ…

ବଡ଼ ଓଷା: ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର

ଆଠଗଡ: ମହାକାର୍ତ୍ତିକ ମାସର ଆଜି ବଡ ପର୍ବ ବଡ଼ ଓଷା। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ବରଙ୍କ ପାଖରେ ଲାଗି ହେବ ଗଜଭୋଗ ଓ ତରଣ। ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ…

ଭୋଟ ଦେଉଛି ଝାଡଖଣ୍ଡ: ୬୮୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ଭୋଟର

ରାଞ୍ଚି: ଆଜି ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟୟ ବିଧାନସଭା ନିର୍ବାଚନ। ସକାଳ ୭ଟା ରୁ ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ। ପ୍ରଥମ ପର୍ଯ୍ୟାୟରେ ୪୩ ସିଟ୍ ରେ ନିର୍ବାଚନ ହେଉଛି। ୬୮୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ୬୮୫ ପ୍ରାର୍ଥୀଙ୍କ ମଧ୍ୟରୁ ୬୦୯ ଜଣ ପୁରୁଷ ପ୍ରାର୍ଥୀ, ୭୩ ଜଣ…

୨ x ୨୫ କେଭି ଓଭରହେଡ୍ ବିଦ୍ୟୁତିକରଣ ପ୍ରଣାଳୀ ପ୍ରଚଳନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ ଥିବା ଅନେକ ପ୍ରମୁଖ ରେଳ ସେକ୍ସନରେ ୨ x ୨୫ କେଭି ଓଭରହେଡ୍ ବିଦ୍ୟୁତିକରଣ ପ୍ରଣାଳୀର ପ୍ରବର୍ତ୍ତନ ସହିତ ଏହାର ବିଦ୍ୟୁତିକରଣ ଭିତ୍ତିଭୂମି ବୃଦ୍ଧି କରିବାକୁ ସ୍ଥିର କରିଛି । ଏହି ପଦକ୍ଷେପ ଭୋଲଟେଜ୍ ନିୟନ୍ତ୍ରଣରେ ଉନ୍ନତି ଆଣିବା,…

ଓଡ଼ିଶା କ୍ୟାଡରକୁ ଫେରିବେ ଆଇଏଏସ୍ ସଞ୍ଜୀବ କୁମାର ମିଶ୍ର

ଭୁବନେଶ୍ୱର: ଓଡ଼ିଶା କ୍ୟାଡରକୁ ଫେରିବେ ଆଇଏଏସ୍ ସଞ୍ଜୀବ କୁମାର ମିଶ୍ର । ପ୍ରସ୍ତାବକୁ ଅନୁମୋଦନ କଲେ ନିଯୁକ୍ତି ସମ୍ପର୍କୀୟ କ୍ୟାବିନେଟ କମିଟି । ଆଇଏଏସ୍ ଅଧିକାରୀ ସଞ୍ଜୀବ କୁମାର ମିଶ୍ରଙ୍କୁ ଓଡିଶା କ୍ୟାଡରକୁ ଫେରାଇ ଆଣିବାକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ଏନେଇ ପୂର୍ବରୁ…