Latest Odisha News

BREAKING NEWS

କାହିଁକି ଟ୍ରୋଲ୍ ହେଉଛନ୍ତି ବିକ୍ରାନ୍ତ… 

ମୁମ୍ବାଇ: ଅଭିନେତା ବିକ୍ରାନ୍ତ ମେସି ତାଙ୍କର ଅପକମିଂ ଚଳଚ୍ଚିତ୍ର 'ଦ ସାବରମତି ରିପୋର୍ଟ' ପାଇଁ ଚର୍ଚ୍ଚାରେ ଅଛନ୍ତି। ଯାହା ଖୁବ ଶୀଘ୍ର ପ୍ରେକ୍ଷାଳୟକୁ ଆସିବାକୁ ଯାଉଛି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ ହୋଇଥିଲା ବେଳେ ଦର୍ଶକଙ୍କ ଭଲ ରେସପୋନ୍ସ ମିଳିଛି। ବିକ୍ରାନ୍ତଙ୍କ ବ୍ୟତୀତ ରାଶି…

‘ସିଙ୍ଘମ ଏଗେନ’ ଏବଂ ‘ଭୁଲ୍ ଭୁଲେୟା-୩’ କୁ ଟକ୍କର ଦଉଛି ଏହି ଦକ୍ଷିଣ ଫିଲ୍ମ

ମୁମ୍ବାଇ: 'ସିଙ୍ଘମ ଏଗେନ' ଏବଂ 'ଭୁଲ୍ ଭୁଲେୟା-୩' ବକ୍ସ ଅଫିସରେ ଧୂମ୍ ମଚଉଛନ୍ତି । ଉଭୟ ଚଳଚ୍ଚିତ୍ର ଭଲ ରୋଜଗାର କରୁଛି । ଦିପାବଳୀ ଓ୍ବେକଏଣ୍ଡରେ ଉଭୟ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା । ଅଜୟ ଦେବଗାନଙ୍କ 'ସିଙ୍ଘମ ଏଗେନ' ଏବଂ କାର୍ତ୍ତିକ ଆରୟନଙ୍କ 'ଭୁଲ ଭୁଲେୟା-୩' ର ଗୋଟିଏ ଦିନ…

ବୁମେରାଂ ହେବ ବଟେଙ୍ଗେ ତୋ କଟେଙ୍ଗେ !

ନୂଆଦିଲ୍ଲୀ: ମହାରାଷ୍ଟ୍ର ହେଉ କି ଝାଡଖଣ୍ଡ । ହିନ୍ଦୁତ୍ବ ପିଚରେ ଖୋଲାଖୋଲି ବ୍ୟାଟିଂ କରୁଛି ବିଜେପି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବହୁଚର୍ଚ୍ଚିତ ନାରା ବଟେଙ୍ଗେ ତୋ କଟେଙ୍ଗେ ଉଭୟ ରାଜ୍ୟର ରାଜନୀତିକୁ ବେଶ୍ ସରଗରମ କରିଛି। ମହାରାଷ୍ଟ୍ରରେ ଯୋଗୀଙ୍କ ନାରା ଲଗାଉଛି…

ମିସ୍‍ ଟିନ୍‍ ୟୁନିଭର୍ସ ମୁକୁଟ ହାତେଇଲେ କିଟ୍‍ ଛାତ୍ରୀ ତ୍ରିଷ୍ଣା ରାୟ

ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବାଜିମାତ କରିଛନ୍ତି। ଏହା ସହ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି। କିଟ୍‍ ଫେସନ୍‍ ଟେକ୍ନୋଲୋଜି…

ବଦଳିଲା ଧ୍ଵଜା ବନ୍ଧା ନୀତି ସମୟ

ପୁରୀ: ଶ୍ରୀମନ୍ଦିରରେ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩.୩୦ ରୁ ୪.୦୦ ଘଟିକା ମଧ୍ୟରେ ହୋଇଛି। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଭିତରେ ପ୍ରବଳ ଭିଡ଼ ହେଉଥିବାରୁ ଏହାକୁ ନଜରରେ ରଖି ଧ୍ଵଜା ବନ୍ଧା ନୀତି ସମୟରେ ପରିବର୍ତ୍ତନ କରାଯାଇଥିଲା। ବିଶେଷ କରି ପବିତ୍ର କାର୍ତ୍ତିକ…

ଏବେଠୁ ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ଛୁଟି

ଭୁବନେଶ୍ବର: ଏବେଠୁ ମହିଳା କର୍ମଚାରୀ ପାଇବେ ୧୨ ଦିନ ଅତିରିକ୍ତ ଛୁଟି । ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି । ସମସ୍ତ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ପର୍ଯ୍ୟନ୍ତ ଋତୁସ୍ରାବ ପାଇଁ ବାର୍ଷିକ…

ଦଳ ଭାଙ୍ଗିବ ନା ସରକାର ଗଢିବ?

ଭୁବନେଶ୍ବର: ଅତନୁଙ୍କ ମିଶାଣ ବଢିଲା ବିଜେପିର ଟେନସନ୍ ! ବିଜେପି ସରକାର ଭାଙ୍ଗିବାକୁ ଗେମପ୍ଲାନ୍ ! କଂଗ୍ରେସ ସହ ହାତ ମିଳାଇବ କି ବିଜେଡି? କାହିଁକି ବାରମ୍ବାର ସରକାରକୁ ଫେରିବାକୁ ହିସାବ ଦେଖାଉଛନ୍ତି ବିଜେଡି ନେତା? ପ୍ରଥମେ ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଆଉ ଏବେ ଅତନୁ ସବ୍ୟସାଚୀ…

ଆଧ୍ୟାତ୍ମିକ ଫିଲ୍ମ ନିର୍ମାଣ କରିବାକୁ କାହିଁକି ଡରନ୍ତି ରୋହିତ ସେଟ୍ଟୀ?

ମୁମ୍ବାଇ: 'ସିଙ୍ଘମ', 'ସିମ୍ବା' ଏବଂ 'ସୂର୍ଯ୍ୟବଂଶୀ' ପରି ଆକ୍ସନ୍-ପ୍ୟାକ୍ ଚଳଚ୍ଚିତ୍ରର ନିର୍ମାତା ରୋହିତ ଶେଟ୍ଟୀ ତାଙ୍କ ନୂଆ ଚଳଚ୍ଚିତ୍ର 'ସିଙ୍ଘମ ଏଗେନ' କାମ କରିବା ସମୟରେ ସମ୍ମୁଖୀନ ହୋଇଥିବା ଚାପ ଏବଂ ଚ୍ୟାଲେଞ୍ଜ ବିଷୟରେ ଏକ ଗଣ ମାଧ୍ୟମ ସହ କଥାହୋଇଥିଲେ । ଏହି ଚଳଚ୍ଚିତ୍ରଟି ତାଙ୍କ…

୧୩୦ ବର୍ଷରେ ପ୍ରଥମ: ବରଫ ଚାଦରରରୁ ବଞ୍ଚିତ ଫୁଜି, ଏବେ ମିଳିଲା ଆଶ୍ବସ୍ତି

ନୂଆଦିଲ୍ଲୀ: ବର୍ତ୍ତମାନର ପରିବର୍ତ୍ତିତ ଜଳବାୟୁ ଡରାଇଲାଣି । ଯାହା ଇତିହାସରେ କେବେ ଘଟିନଥିଲା ତାହା ଏବେ ଅନୁଭୂତ ହେବା ମନରେ ଅନେକ ଆଶଙ୍କା ସୃଷ୍ଟି କରୁଛି । ଏହି ପରିବର୍ତ୍ତନ ଧାରାରେ ଜାପାନର ଫୁଜି ପର୍ବତ ସମସ୍ତଙ୍କୁ ଭୟଭୀତ କରିଥିବା ବେଳେ ସେଠିକା ବାସିନ୍ଦାକୁ ମିଳିଛି ଆଶ୍ବସ୍ତି । ଗତ…

ମୋଦି ଯଦି ଦୋଷ ପ୍ରମାଣ କରିଦେବେ, ରାଜନୀତିରୁ ସନ୍ୟାସ ନେବି: ସିଦ୍ଧରମୈୟା

ବେଙ୍ଗାଲୁରୁ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ପ୍ରଭାବ କର୍ଣ୍ଣାଟକର ରାଜନୀତିରେ ମଧ୍ୟ ଦେଖାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଯୋଗର କଡା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିଯୋଗର ଜବାବ ଦେଇ କହିଛନ୍ତି ଯେ ଯଦି ପ୍ରଧାନମନ୍ତ୍ରୀ…