ଭୂମିହୀନଙ୍କ ପାଇଁ ବଡ ଘୋଷଣା, ସରକାର ଦେବେ ୪ ଡେସିମିଲି ଜମି
ଭୁବନେଶ୍ବର: ଭୂମିହୀନଙ୍କୁ ମିଳିବ ଜମି। ଘର କରିବାକୁ ସେମାନଙ୍କୁ ରାଜ୍ୟସରକାର ଯୋଗାଇବେ ୪ ଡେସିମିଲ ଜମି। ଏନେଇ ଗୁରୁତ୍ବପୂର୍ଣ୍ଣ ସୂଚନ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ୪ ଡେସିମିଲ ଜମି…