ହ୍ଵାଇଟ ହାଉସରେ ଭୁତ! କେତେ ସତ କେତେ ମିଛ? ଶୁଣି ହୋଇଯିବେ ଆଶ୍ଚର୍ଯ୍ୟ
ନୂଆଦିଲ୍ଲୀ: ଆମେରିକାର 47ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଡୋନାଲ୍ଡ ଟ୍ରମ୍ପ l ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଭାରତୀୟ ବଂଶଦ୍ଭବ କମଳା ହାରିସଙ୍କୁ ପରାସ୍ତ କରି ବିଜୟ ହାସଲ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ l ଏଥି ସହିତ, ଦ୍ଵିତୀୟ ଥର ପାଇଁ ହ୍ୱାଇଟ ହାଉସକୁ ନିଜ ହାତକୁ…