ରାହୁଲଙ୍କ ଶତକ: ନ୍ୟୁଜିଲାଣ୍ଡ ସମ୍ମୁଖରେ ୨୮୫ ରନର ଲକ୍ଷ୍ୟ ରଖିଲା ଭାରତ
ରାଜକୋଟ: ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ସମ୍ମୁଖରେ ୨୮୫ ରନର ବିଜୟ ଲକ୍ଷ୍ୟ ରଖିଛି । କେଏଲ ରାହୁଲ ଆକର୍ଷଣୀୟ ଶତକ ହାସଲ କରି ଅପରାଜିତ ରହିଥିଲେ । ତାଙ୍କ ଇନିଂସ ବଳରେ ଭାରତ ଏକ ସମ୍ମାନଜନକ ସ୍କୋର କରିବାରେ ସଫଳ ହୋଇଛି ।…