Latest Odisha News

BREAKING NEWS

ଆଇପିଏଲ ମେଗା ନିଲାମ: ଘୋଷଣା ହେଲା ସ୍ଥାନ ଏବଂ ତାରିଖ

ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୫ର ମେଗା ନିଲାମ ପାଇଁ ବିସିସିଆଇ ସ୍ଥାନ ଏବଂ ତାରିଖ ଘୋଷଣା କରିଛି । ଏହା ସାଉଦି ଆରବରେ ହେବ ବୋଲି ପ୍ରାୟତଃ ଚୂଡାନ୍ତ ହୋଇଥିଲା । ମଙ୍ଗଳବାର ଏହା ସ୍ପଷ୍ଟ କରାଯାଇଛି ଯେ, ଜେଦାହରେ ନଭେମ୍ବର ୨୪ ଓ ୨୫ରେ ଏହି ମେଗା ନିଲାମ ଆୟୋଜିତ ହେବ । ଏହି…

ନଭେମ୍ବର ୨୫ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ: ସଂସଦର ଶୀତ ଅଧିବେଶନ ନଭେମ୍ବର ୨୫ରୁ ଆରମ୍ଭ ହେବ। ଏନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ। ନଭେମ୍ବର ୨୫ରୁ ଆରମ୍ଭ ହେବାକୁ ଥିବା ଏହି ଅଧିବେଶନ ଡିସେମ୍ବର ୨୦ରେ ଶେଷ ହେବ। ସେ କହିଛନ୍ତି ଯେ ରାଷ୍ଟ୍ରପତି ଭାରତ ସରକାରଙ୍କ ସୁପାରିଶ କ୍ରମେ…

ଆଇନ ମନ୍ତ୍ରୀଙ୍କ ଦ୍ୱାରା “ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩” ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ "ଦି ପ୍ରୋଟେକ୍ସନ ଅଫ ହୁମ୍ୟାନ ରାଇଟ୍ସ ଆକ୍ଟ-୧୯୯୩" ସଂକଳିତ ପୁସ୍ତକକୁ ଉନ୍ମୋଚନ କରିଛନ୍ତି। ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ପ୍ରଦୀପ କୁମାର ପଟ୍ଟନାୟକଙ୍କ ଦ୍ୱାରା ସଂକଳିତ ଏହି ପୁସ୍ତକକୁ ଆଇନ ମନ୍ତ୍ରୀ…

ଆୟୋଜିତ ହେବ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ନଭେମ୍ବର ୧୦ ଓ ୧୧ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନରେ ଦୁଇଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଏବଂ ବିସ୍ମୃତ ଖାଦ୍ୟ ସମ୍ମିଳନୀ’ ଆୟୋଜିତ ହେବ। ଏଥିରେ ‘ଓଡ଼ିଶାର ଶ୍ରୀ ଅନ୍ନ ଓ କୃଷି ଐତିହ୍ୟ’ ଶୀର୍ଷକ…

ପରିକ୍ରମା ପ୍ରକଳ୍ପ ଯୋଗୁଁ ମେଘନାଦ ପାଚେରୀରେ ଫାଟ ସୃଷ୍ଟି ଅଭିଯୋଗ ଭିତ୍ତିହୀନ: ବିଜେଡି

ଭୁବନେଶ୍ୱର: ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଥିବା ଖବର ଆସିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଏହି ଫାଟ ପାଇଁ ଦାୟୀ ବୋଲି ଦାବି କରି ବିଜେପି ପ୍ରବକ୍ତାଙ୍କ ଦ୍ୱାରା ଅଣାଯାଇଥିବା ଅଭିଯୋଗକୁ ବିଜେଡ଼ି ପକ୍ଷରୁ ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ବରିଷ୍ଠ ନେତା ତଥା…

ଅଲିମ୍ପିକ୍ସରେ ପଦକ ଜିତିଥିବା ମହିଳା ବକ୍ସର ଇମାନେ ପୁରୁଷ !

ନୂଆଦିଲ୍ଲୀ: ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବିବାଦୀୟ ମହିଳା ବକ୍ସର ଇମାନେ ଖେଲିଫ ସ୍ୱର୍ଣ୍ଣ ପଦକ ଜିତିଥିଲେ । ସେ ସମୟରେ ଇମାନେ ପୁରୁଷ ବୋଲି ଦାବୀ ହୋଇଥିଲା । ତେବେ ଏହାର ପ୍ରଭାବ କିଛି ପଡି ନ ଥିଲା ଏବଂ ସେ ସ୍ୱର୍ଣ୍ଣ ଜିତିଥିଲେ । ଏବେ ତାଙ୍କର ଏକ ଡାକ୍ତରୀ ରିପୋର୍ଟ କ୍ରୀଡା ଦୁନିଆକୁ…

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ବିରୋଧ, ରାଜ୍ୟପାଳଙ୍କୁ କଂଗ୍ରେସର ଦାବିପତ୍ର

ବୁବନେଶ୍ଵର: କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ଜୋର ଧରିଛି ରାଜନୀତି। ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତା ତଥା ଦାୟିତ୍ଵହୀନତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। କଂଗ୍ରେସ ନେତା ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ…

ଆମ୍ବଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ଆରଡିସିସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍‌ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଅସୁସ୍ଥ ‌ଥିବା ୨ ଜଣ ଏବେ ବି କଟକ ଏସ୍‌ସିବିରେ ଚିକିତ୍ସିତ…

ନିଜର ରାଜନୈତିକ ଫାଇଦା ପାଇଁ ଶ୍ରୀମନ୍ଦିରକୁ ବିପଦକୁ ଠେଲି ଦେଇଥିଲା ବିଜେଡି ସରକାର: ଅନୀଲ ବିଶ୍ୱାଳ

ଭୁବନେଶ୍ୱର: କିଛି ଭୁଲ ଅଛି ଯାହାର କ୍ଷମା ନାହିଁ । ବିଗତ ବିଜେଡି ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଏବଂ ତାଙ୍କ ସହଯୋଗୀ ଭି.କେ.ପାଣ୍ଡିଆନ ବାବୁ ଏମିତି କିଛି ଭୁଲ କରିକି ଯାଇଛନ୍ତି ଯାହାର ମୂଲ୍ୟ ଏବେ ଓଡ଼ିିଶାବାସୀଙ୍କୁ ଦେବାକୁ ପଡୁଛି। ନିଜର ରାଜନୈତିକ ଫାଇଦା ପାଇଁ…

ସ୍ପେନରେ ଭୟଙ୍କର ବନ୍ୟା, ସ୍ଥିତି ପରଖିବାକୁ ଆସିଥିବା ରାଜା-ରାଣୀଙ୍କୁ କାଦୁଅ ଫୋପାଡିଲେ… 

ମାଦ୍ରିଦ: ସ୍ପେନରେ ଭୟଙ୍କର ବନ୍ୟାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୧୦ରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ଶହଶହ ଲୋକ ନିଖୋଜ ହୋଇଯାଇଛନ୍ତି। ଗତ ରବିବାର ଦିନ ସ୍ପେନର ଷଷ୍ଠ ରାଜା ଫେଲିପ, ରାଣୀ ଲେଟିଜିଆ ଏବଂ ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ ପାୟାପୋର୍ଟର କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ…