ଓଡିଶାରେ ୧୦ ବର୍ଷରେ ଯାଇଛି ୮୫୭ ହାତୀଙ୍କ ଜୀବନ
ଭୁବନେଶ୍ୱର: ବିଧାନସଭାରେ ଜାରି ରହିଛି ଶୀତ ଅଧିବେଶନ । ଏହା ଭିତରେ ଭିତରେ ମଙ୍ଗଳବାର ହାତୀ ମୃତ୍ୟୁ ନେଇ ବିଜେପି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ପଚାରିଥିବା ପ୍ରଶ୍ନରେ ଉତ୍ତର ରଖିଛନ୍ତି ଜଙ୍ଗଲ, ପରିବେଶ ଓ ଜଳବାୟ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ।
ଜଙ୍ଗଲ, ପରିବେଶ ଓ ଜଳବାୟ ମନ୍ତ୍ରୀ…